Biblia Todo Logo
Bib sou entènèt

- Piblisite -




ଯୋହନ 10:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ଵାସ କର ନାହିଁ;

Gade chapit la Kopi

ଓଡିଆ ବାଇବେଲ

37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଯଦି ପିତା ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ମୁଁ କାର୍ଯ୍ୟ କରୁ ନ ଥାଏ, ତେବେ ମୋତେ ବିଶ୍ୱାସ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ।

Gade chapit la Kopi




ଯୋହନ 10:37
7 Referans Kwoze  

ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।


Swiv nou:

Piblisite


Piblisite