Biblia Todo Logo
Bib sou entènèt

- Piblisite -




ଯୋହନ 10:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ସେମାନେ ଆଉ ଥରେ ଯୀଶୁଙ୍କୁ ଧରି ନେବାକୁ ଚେଷ୍ଟା କଲେ, କିନ୍ତୁ ଯୀଶୁ ସେଠାରୁ ଅପସରି ଗଲେ।

Gade chapit la Kopi

ପବିତ୍ର ବାଇବଲ

39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।

Gade chapit la Kopi




ଯୋହନ 10:39
6 Referans Kwoze  

ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।


ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।


କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।


Swiv nou:

Piblisite


Piblisite