ଯୋହନ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ଵର ଚିହ୍ନନ୍ତି; Gade chapit laଓଡିଆ ବାଇବେଲ4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନଙ୍କୁ ବାହାରକୁ ଆଣିବାବେଳେ ଆଗେ ଆଗେ ମେଷପାଳକ ଚାଲେ ଓ ମେଷଗୁଡ଼ିକ ତା’ର ପଛେ ପଛେ ଚାଲନ୍ତି, କାରଣ ସେମାନେ ତା’ର ସ୍ୱର ଚିହ୍ନନ୍ତି। Gade chapit laପବିତ୍ର ବାଇବଲ4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା'ର ସ୍ୱର ଜାଣନ୍ତି। Gade chapit la |