Biblia Todo Logo
Bib sou entènèt

- Piblisite -




ଯୋହନ 10:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ।

Gade chapit la Kopi

ଓଡିଆ ବାଇବେଲ

42 ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଏବଂ ସେଠାରେ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ

42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

Gade chapit la Kopi




ଯୋହନ 10:42
7 Referans Kwoze  

ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।


ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;


ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।


କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।


ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,


Swiv nou:

Piblisite


Piblisite