Biblia Todo Logo
Bib sou entènèt

- Piblisite -




ଯୋହନ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟି ପଡ଼ିବ। କାରଣ ତା’ ଅନ୍ତରରେ ଜ୍ୟୋତି ନ ଥାଏ।”

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ରାତିରେ ଜଣେ ଲୋକ ଝୁଣ୍ଟେ, କାରଣ ରାତିବେଳେ ତାକୁ ଦେଖିବାରେ ସାହାଯ୍ୟ କରିବା ପାଇଁ ଆଲୋକ ନ ଥାଏ।”

Gade chapit la Kopi




ଯୋହନ 11:10
9 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।


ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;


ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”


Swiv nou:

Piblisite


Piblisite