ଯୋହନ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି। Gade chapit laଓଡିଆ ବାଇବେଲ11 ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)11 ଏ କଥା ଶେଷ କରି ଯୀଶୁ କହିଲେ, “ଆମ୍ଭମାନଙ୍କର ବନ୍ଧୁ ଲାଜାର ଏବେ ନିଦ୍ରିତ। ମୁଁ ଯାଇ ତାଙ୍କୁ ଉଠାଇବି।” Gade chapit laପବିତ୍ର ବାଇବଲ11 ଯୀଶୁ ଏ କଥା କହିବା ସାରିବା ପରେ, କହିଲେ, “ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶୋଇଛନ୍ତି। ମୁଁ ତାହାଙ୍କୁ ଉଠେଇବା ପାଇଁ ସେଠାକୁ ଯାଉଛି।” Gade chapit la |