ଯୋହନ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।” Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ମୁଁ ଯେ ସେସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ଵାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା। Gade chapit laଓଡିଆ ବାଇବେଲ15 ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା । Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ ମୁଁ ଆନନ୍ଦିତ ଯେ, ମୁଁ ସେଠାରେ ତା’ ସହିତ ସେତେବେଳେ ନ ଥିଲି। ଏହା ତୁମ ପକ୍ଷେ ମଙ୍ଗଳଜନକ ହୋଇଛି। କାରଣ ତଦ୍ଦ୍ୱାରା ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମିବ। ଚାଲ, ତା’ ପାଖକୁ ଯିବା।” Gade chapit laପବିତ୍ର ବାଇବଲ15 ମୁଁ ଖୁସୀ ଯେ ମୁଁ ସେଠାରେ ନ ଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭେମାନେ ମୋ'ଠାରେ ବିଶ୍ୱାସ କରିବ। ଗ୍ଭଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ଯିବା।” Gade chapit la |