Biblia Todo Logo
Bib sou entènèt

- Piblisite -




ଯୋହନ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।

Gade chapit la Kopi

ଓଡିଆ ବାଇବେଲ

16 ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଥୋମା (ଯାହାକୁ ଲୋକେ ଯମଜ ବୋଲି କହନ୍ତି) ଅନ୍ୟ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଗୁରୁଙ୍କ ସାଙ୍ଗରେ ଯାଇ ସମସ୍ତେ ତାଙ୍କ ସହିତ ମରିବା।”

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”

Gade chapit la Kopi




ଯୋହନ 11:16
12 Referans Kwoze  

ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।


ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,


ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,


ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।


ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?


ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?


ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।


ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”


Swiv nou:

Piblisite


Piblisite