Biblia Todo Logo
Bib sou entènèt

- Piblisite -




ଯୋହନ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।

Gade chapit la Kopi

ଓଡିଆ ବାଇବେଲ

17 ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ବେଥନିଆରେ ପହଞ୍ôଚ ଶୁଣିଲେ, ଚାରି ଦିନ ପୂର୍ବରୁ ଲାଜାରକୁ କବର ଦିଆଯାଇଛି।

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁ ବେଥନୀୟାରେ ପହଞ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ୟୁ ହୋଇ କବରସ୍ଥ ହେବାର ଗ୍ଭରି ଦିନ ହୋଇଗଲାଣି।

Gade chapit la Kopi




ଯୋହନ 11:17
5 Referans Kwoze  

ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।


ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”


ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।


Swiv nou:

Piblisite


Piblisite