ଯୋହନ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ଵନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ। Gade chapit laଓଡିଆ ବାଇବେଲ19 ଆଉ, ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ଏବଂ ଯିହୁଦା ପ୍ରଦେଶର ଅନେକ ଲୋକ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇର ମୃତ୍ୟୁରେ ସାନ୍ତ୍ୱନା ଦେବାକୁ ଆସିଥିଲେ। Gade chapit laପବିତ୍ର ବାଇବଲ19 ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ। Gade chapit la |