Biblia Todo Logo
Bib sou entènèt

- Piblisite -




ଯୋହନ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।

Gade chapit la Kopi

ଓଡିଆ ବାଇବେଲ

20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରିୟମ ଗୃହରେ ବସି ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ଆସୁଛନ୍ତି ବୋଲି ଶୁଣିବା କ୍ଷଣି ମାର୍ଥା ତାଙ୍କୁ ଭେଟିବାକୁ ଗଲେ। କିନ୍ତୁ ମରିୟମ ଘରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

20 ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ୱାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘରେ ରହିଲେ।

Gade chapit la Kopi




ଯୋହନ 11:20
7 Referans Kwoze  

ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।


ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।


ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।


ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।


“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।


କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।


Swiv nou:

Piblisite


Piblisite