Biblia Todo Logo
Bib sou entènèt

- Piblisite -




ଯୋହନ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାʼନ୍ତା।

Gade chapit la Kopi

ଓଡିଆ ବାଇବେଲ

21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥା'ନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଆପଣ ଏଠାରେ ଥିଲେ, ମୋ’ ଭାଇ ମରି ନ ଥାନ୍ତା,

Gade chapit la Kopi

ପବିତ୍ର ବାଇବଲ

21 ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଯଦି ଆପଣ ଏଠାରେ ଥାଆନ୍ତେ, ତେବେ ମୋର ଭାଇ ମରି ନ ଥା'ନ୍ତା।

Gade chapit la Kopi




ଯୋହନ 11:21
12 Referans Kwoze  

ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।


ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?


ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?


ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।


ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


Swiv nou:

Piblisite


Piblisite