ଯୋହନ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ। Gade chapit laଓଡିଆ ବାଇବେଲ24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ । Gade chapit laପବିତ୍ର ବାଇବଲ (CL) NT (BSI)24 ମାର୍ଥା ଉତ୍ତର ଦେଲେ, “ତାହା ତ ମୁଁ ଜାଣେ, ଅନ୍ତିମ ଦିବସର ପୁନରୁତ୍ଥାନବେଳେ ସେ ଉଠିବ।” Gade chapit laପବିତ୍ର ବାଇବଲ24 ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁତ୍ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।” Gade chapit la |