Biblia Todo Logo
Bib sou entènèt

- Piblisite -




ଯୋହନ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ତାହାଙ୍କୁ କହିଲେ, ହଁ, ପ୍ରଭୋ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ଵରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ଵାସ।

Gade chapit la Kopi

ଓଡିଆ ବାଇବେଲ

27 ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ୱରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ମାର୍ଥା ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ବିଶ୍ୱାସ କରେ, ଆପଣ ଈଶ୍ୱରଙ୍କ ପୁତ୍ର। ଯେଉଁ ମସୀହ ଆସିବାର ଥିଲା, ଆପଣ ସେହି।”

Gade chapit la Kopi

ପବିତ୍ର ବାଇବଲ

27 ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”

Gade chapit la Kopi




ଯୋହନ 11:27
17 Referans Kwoze  

ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।


ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?


ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।


[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]


Swiv nou:

Piblisite


Piblisite