ଯୋହନ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି। Gade chapit laଓଡିଆ ବାଇବେଲ28 ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରିୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)28 ଏହା କହି ମାର୍ଥା ଫେରିଯାଇ ଏକାନ୍ତରେ ମରିୟମଙ୍କୁ ଡାକି କହିଲେ, “ଗୁରୁ ଆସିଛନ୍ତି- ତୋତେ ଡାକୁଛନ୍ତି।” Gade chapit laପବିତ୍ର ବାଇବଲ28 ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, “ଏଠାରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖୋଜୁଛନ୍ତି।” Gade chapit la |