ଯୋହନ 11:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)32 ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାʼନ୍ତା। Gade chapit laଓଡିଆ ବାଇବେଲ32 ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରିୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋ' ଭାଇ ମରି ନ ଥା'ନ୍ତା । Gade chapit laପବିତ୍ର ବାଇବଲ (CL) NT (BSI)32 ଯୀଶୁଙ୍କ ନିକଟରେ ପହଞ୍ଚିବା କ୍ଷରି ମରିୟମ ତାଙ୍କ ଗୋଡ଼ ତଳେ ପଡ଼ି କହିଲେ, “ପ୍ରଭୁ, ଆପଣ ଏଠାରେ ଥିଲେ, ମୋ’ ଭାଇ ମରି ନ ଥାନ୍ତା।” Gade chapit laପବିତ୍ର ବାଇବଲ32 ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡ଼ିଗଲେ। ମରିୟମ କହିଲେ, “ପ୍ରଭୁ, ଆପଣ ଯଦି ଏଠାରେ ଥାଆନ୍ତେ ତେବେ ମୋ’ ଭାଇ ମରି ନ ଥା'ନ୍ତା।” Gade chapit la |