Biblia Todo Logo
Bib sou entènèt

- Piblisite -




ଯୋହନ 11:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୁଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଉତ୍ତେଜିତ ହେଲେ, ପୁଣି କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,

Gade chapit la Kopi

ଓଡିଆ ବାଇବେଲ

33 ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୂଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଆଲୋଡିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ମରିୟମ ଓ ତା’ ସାଙ୍ଗରେ ଥିବା ଲୋକମାନଙ୍କୁ କାନ୍ଦୁଥିବାର ଦେଖି ଯୀଶୁ ବ୍ୟଥିତ ଓ ବ୍ୟାକୁଳ ହେଲେ।

Gade chapit la Kopi

ପବିତ୍ର ବାଇବଲ

33 ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସେମାନେ ମଧ୍ୟ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତରରେ ଅତ୍ୟଧିକ ବ୍ୟଥା ଅନୁଭବ କଲେ।

Gade chapit la Kopi




ଯୋହନ 11:33
15 Referans Kwoze  

ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।


“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।


“ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।


ଯୀଶୁ କାନ୍ଦିଲେ।


Swiv nou:

Piblisite


Piblisite