ଯୋହନ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଦ୍ଵାରା ଈଶ୍ଵରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି। Gade chapit laଓଡିଆ ବାଇବେଲ4 କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)4 ଏ ଖବର ଶୁଣି ଯୀଶୁ କହିଲେ, “ଏ ରୋଗରେ ଲାଜାର ମରିବ ନାହିଁ। କିନ୍ତୁ ଏହା ଦ୍ୱାରା ଈଶ୍ୱର ମହିମାନ୍ୱିତ ହେବେ ଓ ସେଥି ସଙ୍ଗେ ଈଶ୍ୱରଙ୍କ ପୁତ୍ର ମଧ୍ୟ ଗୌରବ ପାଇବେ।” Gade chapit laପବିତ୍ର ବାଇବଲ4 ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।” Gade chapit la |