ଯୋହନ 11:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।” Gade chapit laପବିତ୍ର ବାଇବଲ (Re-edited) - (BSI)42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ଵାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି। Gade chapit laଓଡିଆ ବାଇବେଲ42 ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି । Gade chapit laପବିତ୍ର ବାଇବଲ (CL) NT (BSI)42 ମୁଁ ଜାଣେ, ତୁମେ ସବୁବେଳେ ମୋ’ କଥା ଶୁଣିଥାଅ। କିନ୍ତୁ ତୁମେ ଯେ ମୋତେ ପଠାଇଛ, ଏଥିରେ ସେମାନଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ମୁଁ ଏହା କହୁଛି।” Gade chapit laପବିତ୍ର ବାଇବଲ42 ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମୋ’ କଥା ଶୁଣ। ମାତ୍ର ତୁମ୍ଭେ ମୋତେ ପଠାଇଛ ବୋଲି ଏଠାରେ ଠିଆ ହୋଇଥିବା ଲୋକମାନେ ଯେପରି ବିଶ୍ୱାସ କରିବେ, ସେଥିପାଇଁ ମୁଁ ଏହା କହିଲି।” Gade chapit la |