ଯୋହନ 11:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)45 ଅତଏବ, ଯିହୁଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ; Gade chapit laଓଡିଆ ବାଇବେଲ45 ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ; Gade chapit laପବିତ୍ର ବାଇବଲ (CL) NT (BSI)45 ମରିୟମଙ୍କୁ ଦେଖିବା ପାଇଁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଅନେକେ ଯୀଶୁଙ୍କର ଏ କାର୍ଯ୍ୟ ଦେଖି ତାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। Gade chapit la |