Biblia Todo Logo
Bib sou entènèt

- Piblisite -




ଯୋହନ 11:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

46 ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହି ସବୁ ସେମାନଙ୍କୁ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଫାରୁଶୀମାନଙ୍କ ନିକଟକୁ ଯାଇ ଯୀଶୁ କରିଥିବା ଏହି କାର୍ଯ୍ୟର ବିବରଣୀ ଦେଲେ।

Gade chapit la Kopi

ପବିତ୍ର ବାଇବଲ

46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ।

Gade chapit la Kopi




ଯୋହନ 11:46
8 Referans Kwoze  

ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।


ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।


କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।


ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।


Swiv nou:

Piblisite


Piblisite