Biblia Todo Logo
Bib sou entènèt

- Piblisite -




ଯୋହନ 11:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ଵାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।

Gade chapit la Kopi

ଓଡିଆ ବାଇବେଲ

48 ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ଏହିପରି କାମ ସବୁ କରିବା ପାଇଁ ତାକୁ ଯଦି ଛାଡ଼ିଦେବା, ସମସ୍ତେ ତା’ଠାରେ ବିଶ୍ୱାସ କରିବେ। ତା’ ହେଲେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ ଜାତିକୁ ଧ୍ୱଂସ କରି ଦେବେ।”

Gade chapit la Kopi

ପବିତ୍ର ବାଇବଲ

48 ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”

Gade chapit la Kopi




ଯୋହନ 11:48
19 Referans Kwoze  

ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।


ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”


ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।


ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


Swiv nou:

Piblisite


Piblisite