Biblia Todo Logo
Bib sou entènèt

- Piblisite -




ଯୋହନ 11:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;

Gade chapit la Kopi

ଓଡିଆ ବାଇବେଲ

49 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ସେମାନଙ୍କ ମଧ୍ୟରୁ ସେହି ବର୍ଷ ପାଇଁ ମନୋନୀତ ହୋଇଥିବା ପ୍ରଧାନ ଯାଜକ କୟାଫା କହିଲେ, “ତୁମେମାନେ କେଡ଼େ ନିର୍ବୋଧ!

Gade chapit la Kopi

ପବିତ୍ର ବାଇବଲ

49 ସେମାନଙ୍କ ମଧ୍ୟରୁ କୟାଫା ନାମକ ଜଣେ ବ୍ୟକ୍ତି ଥିଲେ। ସେ ସେହି ବର୍ଷପାଇଁ ମହାଯାଜକ ଥିଲେ। କୟାଫା କହିଲେ, “ତୁମ୍ଭେ ସବୁକିଛି ଜାଣି ନାହଁ।

Gade chapit la Kopi




ଯୋହନ 11:49
11 Referans Kwoze  

ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।


ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।


ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


Swiv nou:

Piblisite


Piblisite