Biblia Todo Logo
Bib sou entènèt

- Piblisite -




ଯୋହନ 11:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।

Gade chapit la Kopi

ଓଡିଆ ବାଇବେଲ

52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ଛିନ୍ନଭିନ୍ନ ହୋଇଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଗୋଟିଏ ଗୋଷ୍ଠୀରେ ଏକତ୍ରିତ କରାଇବା ପାଇଁ ଯୀଶୁ ମୃତ୍ୟୁବରଣ କରିବେ।

Gade chapit la Kopi

ପବିତ୍ର ବାଇବଲ

52 ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।

Gade chapit la Kopi




ଯୋହନ 11:52
40 Referans Kwoze  

ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;


ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।


କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।


ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।


“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?


Swiv nou:

Piblisite


Piblisite