Biblia Todo Logo
Bib sou entènèt

- Piblisite -




ଯୋହନ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।

Gade chapit la Kopi

ଓଡିଆ ବାଇବେଲ

6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସୁଦ୍ଧା ଯୀଶୁ ଯେଉଁଠାରେ ଥିଲେ, ସେଠାରେ ଆଉ ଦୁଇ ଦିନ ରହିଗଲେ।

Gade chapit la Kopi

ପବିତ୍ର ବାଇବଲ

6 ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ।

Gade chapit la Kopi




ଯୋହନ 11:6
10 Referans Kwoze  

ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।


ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”


ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।


ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”


Swiv nou:

Piblisite


Piblisite