Biblia Todo Logo
Bib sou entènèt

- Piblisite -




ଯୋହନ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୂଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଶିଷ୍ୟମାନେ କହିଲେ: “ଗୁରୁ! ଅଳ୍ପ କେତେଦିନ ଆଗରୁ ସେଠାରେ ଲୋକମାନେ ଆପଣଙ୍କୁ ପଥର ପକାଇ ମାରି ଦେବାକୁ ବସିଥିଲେ; ସେଠାକୁ ପୁଣି ଫେରି ଯିବାକୁ ଚାହୁଁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

8 ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ’ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?”

Gade chapit la Kopi




ଯୋହନ 11:8
11 Referans Kwoze  

ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।


ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


Swiv nou:

Piblisite


Piblisite