ଯୋହନ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା। Gade chapit laଓଡିଆ ବାଇବେଲ13 ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା । Gade chapit laପବିତ୍ର ବାଇବଲ (CL) NT (BSI)13 ଆସିଥିବା ଏକ ବିରାଟ ଜନତା ଯୀଶୁ ଯିରୂଶାଲମକୁ ଆସିବେ ବୋଲି ଶୁଣିଲେ ଓ ହାତରେ ବାହୁଙ୍ଗା ଧରି ତାଙ୍କୁ ଭେଟିବାକୁ ଗଲେ। ସେମାନେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କର ପ୍ରଶଂସା ଗାନ କର। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ। ଇଶ୍ରାୟେଲର ରାଜାଙ୍କୁ ଈଶ୍ୱର ଆଶୀର୍ବାଦ କରନ୍ତୁ।” Gade chapit laପବିତ୍ର ବାଇବଲ13 ସେମାନେ ଖଜୁରୀ ବାହୂଙ୍ଗା ଧରି ଯୀଶୁଙ୍କୁ ଦେଖା କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜୋର୍ରେ କହିଲେ, “ତାହାଙ୍କୁ ପ୍ରଶଂସା କର, ସ୍ୱାଗତ କର, ଯିଏ ପ୍ରଭୁଙ୍କ ନାମରେ ଆସନ୍ତି। ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କର। ପରମେଶ୍ୱର ଇସ୍ରାଏଲର ରାଜାଙ୍କୁ ଆଶୀର୍ବାଦ କରନ୍ତି।” Gade chapit la |