Biblia Todo Logo
Bib sou entènèt

- Piblisite -




ଯୋହନ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭ ଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ଗୋଟିଏ ଗଧ ପିଠିରେ ବସି ଆସୁଥିଲେ। ଏହା ଦ୍ୱାରା ଶାସ୍ତ୍ରଲିଖିତ ଗୋଟିଏ ଭାବବାଣୀ ସଫଳ ହେଲା:

Gade chapit la Kopi

ପବିତ୍ର ବାଇବଲ

14 ଯୀଶୁ ଗୋଟିଏ ଗଧ ପାଇଲେ ଓ ତା’ ଉପରେ ଚଢ଼ିଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥିରେ ଲେଖାଥିଲା,

Gade chapit la Kopi




ଯୋହନ 12:14
6 Referans Kwoze  

ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”


ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


Swiv nou:

Piblisite


Piblisite