ଯୋହନ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। Gade chapit laଓଡିଆ ବାଇବେଲ15 ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭ ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)15 “ସିୟୋନ କନ୍ୟାଗଣ! ଭୟ କର ନାହିଁ, ଏହି ଦେଖ, ତୁମ ରାଜା ଗଧ ଛୁଆ ଉପରେ ଆରୋହଣ କରି ଆସୁଛନ୍ତି।” Gade chapit laପବିତ୍ର ବାଇବଲ15 “ହେ ସିୟୋନ ନଗର, ଭୟ କର ନାହିଁ। ଦେଖ, ତୁମ୍ଭର ରାଜା ଆସୁଛନ୍ତି। ସେ ଗୋଟିଏ ଗଧଛୁଆ ଉପରେ ବସି ଆସୁଛନ୍ତି।” Gade chapit la |