Biblia Todo Logo
Bib sou entènèt

- Piblisite -




ଯୋହନ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେଥିପାଇଁ ଯୀଶୁଙ୍କର ଏହି ଅଲୌକିକ କାର୍ଯ୍ୟର ଖବର ଶୁଣି ଲୋକମାନେ ଯୀଶୁଙ୍କୁ ଭେଟିବା ପାଇଁ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ଯେତେବେଳେ ସେମାନେ ଶୁଣିଲେ ଯେ ଏହି ଆଶ୍ଚର୍ଯ୍ୟ କାର୍ଯ୍ୟ ଯୀଶୁଙ୍କ ଦ୍ୱାରା ହୋଇଛି, ଅନେକ ଲୋକ ତାହାଙ୍କୁ ଭେଟିବା ପାଇଁ ଗଲେ।

Gade chapit la Kopi




ଯୋହନ 12:18
6 Referans Kwoze  

କାରଣ ତାହାଙ୍କ ଯୋଗୁଁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।


ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।


ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।


ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।


Swiv nou:

Piblisite


Piblisite