Biblia Todo Logo
Bib sou entènèt

- Piblisite -




ଯୋହନ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।

Gade chapit la Kopi

ଓଡିଆ ବାଇବେଲ

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ମୁଁ ତୁମକୁ ସତ୍ୟ କହୁଛି, ଗହମ ବୀଜଟିଏ ଭୂମିରେ ପଡ଼ି ମରିବା ପର୍ଯ୍ୟନ୍ତ ତାହା ଗୋଟିଏ ଦାନା ହୋଇ ରହେ, କିନ୍ତୁ ସେ ମଲେ ସେଥିରୁ ଅନେକ ବୀଜ ଉତ୍ପନ୍ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା'ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ।

Gade chapit la Kopi




ଯୋହନ 12:24
11 Referans Kwoze  

ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।


ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।


ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;


ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।


Swiv nou:

Piblisite


Piblisite