ଯୋହନ 12:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ। Gade chapit laଓଡିଆ ବାଇବେଲ26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ । Gade chapit laପବିତ୍ର ବାଇବଲ (CL) NT (BSI)26 ଯେ ମୋର ସେବକ ହେବାକୁ ଚାହେଁ, ସେ ମୋର ଅନୁଗମନ କରୁ, ତାହାହେଲେ ମୁଁ ଯେଉଁଠାରେ ଥାଏ, ମୋର ସେବକ ମଧ୍ୟ ସେହିଠାରେ ରହିବ ଏବଂ ସେ ମୋ’ ପିତାଙ୍କ ନିକଟରେ ସମ୍ମାନିତ ହେବ। Gade chapit laପବିତ୍ର ବାଇବଲ26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।