ଯୋହନ 12:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ? Gade chapit laପବିତ୍ର ବାଇବଲ (Re-edited) - (BSI)34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଚିରକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ଵକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ? Gade chapit laଓଡିଆ ବାଇବେଲ34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ ? ଏହି ମନୁଷ୍ୟପୁତ୍ର କିଏ ? Gade chapit laପବିତ୍ର ବାଇବଲ (CL) NT (BSI)34 ଲୋକମାନେ କହିଲେ, “ମସୀହ ଚିରଞ୍ଜୀବୀ ହେବେ ବୋଲି ଆମ ଶାସ୍ତ୍ର କହେ। ଆପଣ କିପରି କହୁଛନ୍ତି, ମନୁଷ୍ୟପୁତ୍ର ଊଦ୍ଧ୍ୱର୍କୁ ଉତ୍ତୋଳିତ ହେବେ? ଏହି ମନୁଷ୍ୟପୁତ୍ର କିଏ?” Gade chapit laପବିତ୍ର ବାଇବଲ34 ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?” Gade chapit la |