Biblia Todo Logo
Bib sou entènèt

- Piblisite -




ଯୋହନ 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର।” ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ଵାସ କର। ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

36 ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର । ଯୀଶୁ ଏହି ସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ତୁମ ମଧ୍ୟରେ ଆଲୋକ ଥିବାଯାଏ ତା’ ଉପରେ ନିର୍ଭର କର, ତା’ହେଲେ ତୁମ୍ଭେମାନେ ହେବ ‘ଆଲୋକର ସନ୍ତାନ’।” ଏହା କହି ଯୀଶୁ ସେମାନଙ୍କ ନିକଟରୁ ଚାଲିଯାଇ ଅଜ୍ଞାତ ଭାବରେ ରହିବେ।

Gade chapit la Kopi

ପବିତ୍ର ବାଇବଲ

36 ତେଣୁ ତୁମ୍ଭ ପାଖରେ ଆଲୋକ ଥିବା ପର୍ଯ୍ୟନ୍ତ ତା'ଠାରେ ତୁମ୍ଭେ ବିଶ୍ୱାସ ରଖ। ତେବେ ତୁମ୍ଭେମାନେ ଆଲୋକର ସନ୍ତାନ ହେବ।” ଯୀଶୁ ଏ କଥା କରିବା ପରେ ସେମାନଙ୍କର ପାଖରୁ ଗ୍ଭଲି ଗଲେ। ସେ ଏପରି ସ୍ଥାନରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।

Gade chapit la Kopi




ଯୋହନ 12:36
17 Referans Kwoze  

କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,


କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।


ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।


ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।


Swiv nou:

Piblisite


Piblisite