ଯୋହନ 12:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 “ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ। Gade chapit laଓଡିଆ ବାଇବେଲ40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)40 “ସତେ ଯେପରି ଈଶ୍ୱର ସେମାନଙ୍କୁ ଅନ୍ଧ କରି କରି ଦେଇଛନ୍ତି। ସେଥିପାଇଁ ସେମାନେ କିଛି ଦେଖିପାରନ୍ତି ନାହିଁ, ଅବା କିଛି ବୁଝିପାରନ୍ତି ନାହିଁ। ଈଶ୍ୱର କହୁଛନ୍ତି, ‘ଆରୋଗ୍ୟ ଲାଭ କରିବା ପାଇଁ ସେମାନେ ମୋ’ ନିକଟକୁ ଫେରି ଆସୁ ନାହାନ୍ତି’।” Gade chapit laପବିତ୍ର ବାଇବଲ40 “ପରମେଶ୍ୱର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସେମାନଙ୍କର ହୃଦୟ କଠିନ କରି ଦେଇଛନ୍ତି। ସେମାନେ ଯେପରି ଆଖିରେ ଦେଖି ପାରିବେ ନାହିଁ ଓ ବୁଦ୍ଧିରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ୱର ଏହା କରିଅଛନ୍ତି। ତା'ପରେ ମୁଁ ସେମାନଙ୍କୁ ସୁସ୍ଥ କରିବି।” Gade chapit la |