ଯୋହନ 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ; Gade chapit laପବିତ୍ର ବାଇବଲ (Re-edited) - (BSI)44 ଯୀଶୁ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼଠାରେ ବିଶ୍ଵାସ କରେ, ସେ ମୋʼଠାରେ ବିଶ୍ଵାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ଵାସ କରେ; Gade chapit laଓଡିଆ ବାଇବେଲ44 ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ; Gade chapit laପବିତ୍ର ବାଇବଲ (CL) NT (BSI)44 ଯୀଶୁ ଉଚ୍ଚ ସ୍ୱରରେ କହିଲେ, “ଯେ ମୋ’ଠାରେ ବିଶ୍ୱାସ କରେ, ସେ କେବଳ ମୋତେ ନୁହେଁ; ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ବିଶ୍ୱାସ କରେ। Gade chapit laପବିତ୍ର ବାଇବଲ44 ତା'ପରେ ଯୀଶୁ ଚିତ୍କାର କରି କହିଲେ, “ମୋ'ଠାରେ ଯେଉଁ ଲୋକ ବିଶ୍ୱାସ ରଖେ, ସେ ପ୍ରକୃତରେ ମୋ'ଠାରେ ନୁହେଁ ମାତ୍ର ଯେ ମୋତେ ପଠାଇଛନ୍ତି, ତାହାଙ୍କଠାରେ ବିଶ୍ୱାସ ରଖେ। Gade chapit la |