ଯୋହନ 12:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି। Gade chapit laଓଡିଆ ବାଇବେଲ47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି । Gade chapit laପବିତ୍ର ବାଇବଲ (CL) NT (BSI)47 ଯେ ମୋର ବାର୍ତ୍ତା ଶୁଣି ପାଳନ କରେ ନାହିଁ, ମୁଁ ତା’ର ବିଚାର କରିବି ନାହିଁ। ମୁଁ ଜଗତକୁ ବିଚାର କରିବା ପାଇଁ ଆସି ନାହିଁ, ଆସିଛି ତାକୁ ରକ୍ଷା କରିବାକୁ। Gade chapit laପବିତ୍ର ବାଇବଲ47 “ମୁଁ ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ୟରେ ଆସିଛି। ଯେଉଁମାନେ ମୋ’ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ୟ କରନ୍ତି ମୁଁ ସେହି ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। Gade chapit la |