ଯୋହନ 12:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି; Gade chapit laଓଡିଆ ବାଇବେଲ49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)49 ଏ କଥଶ ସତ୍ୟ, କାରଣ ମୁଁ ନିଜ ମନରୁ କିଛି କହୁ ନାହିଁ, ଯାହା ମୁଁ କହୁଛି, ତା’ କହିବା ଓ ପ୍ରକାଶ କରିବା ପାଇଁ ମୋ’ ପ୍ରେରଣକର୍ତ୍ତା ପିତା ଈଶ୍ୱର ମୋତେ ଆଜ୍ଞା ଦେଇଛନ୍ତି। Gade chapit laପବିତ୍ର ବାଇବଲ49 ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦେଇଛି ତାହା ମୋର ନୁହେଁ। ମୋର ପ୍ରେରଣକର୍ତ୍ତା ପରମପିତା ମୋତେ କ'ଣ କହିବାକୁ ଓ କ'ଣ ଉପଦେଶ ଦେବାକୁ ପଡ଼ିବ ତାହା କହିଛନ୍ତି। Gade chapit la |