Biblia Todo Logo
Bib sou entènèt

- Piblisite -




ଯୋହନ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।

Gade chapit la Kopi

ଓଡିଆ ବାଇବେଲ

6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଦରିଦ୍ରମାନଙ୍କ ପ୍ରତି ଯିହୁଦାର ଦରଦ ଥିବାରୁ ଯେ ସେ ଏ କଥା କହିଥିଲା, ତା’ ନୁହେଁ। ସେ ଥିଲା ଗୋଟିଏ ଚୋର। ତା’ ଦାୟିତ୍ୱରେ ଥିବା ଟଙ୍କା ଥଳୀରୁ ସେ କିଛି କିଛି ଆତ୍ମସାତ୍ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।

Gade chapit la Kopi




ଯୋହନ 12:6
19 Referans Kwoze  

କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।


କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?


କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।


କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।


ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।


ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?


Swiv nou:

Piblisite


Piblisite