ଯୋହନ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। Gade chapit laଓଡିଆ ବାଇବେଲ8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି । Gade chapit laପବିତ୍ର ବାଇବଲ (CL) NT (BSI)8 ଗରିବମାନେ ସବୁବେଳେ ତୁମ ନିକଟରେ ରହିଥିବେ, କିନ୍ତୁ ମୁଁ ନ ଥିବି।” Gade chapit laପବିତ୍ର ବାଇବଲ8 ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।” Gade chapit la |