ଯୋହନ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ। Gade chapit laଓଡିଆ ବାଇବେଲ9 ଇତିମଧ୍ୟରେ ବହୁସଂଖ୍ୟକ ଯିହୂଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)9 ଯୀଶୁ ବେଥନିଆରେ ଅଛନ୍ତି ଶୁଣି ଅନେକ ଲୋକ ସେଠାକୁ ଗଲେ- କେବଳ ତାଙ୍କୁ ଦେଖିବାକୁ ନୁହେଁ; ଯୀଶୁ ମୃତ୍ୟୁରୁ ବଞ୍ଚାଇ ଥିବା ଲାଜାରକୁ ଦେଖିବା ପାଇଁ। Gade chapit laପବିତ୍ର ବାଇବଲ9 ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ, Gade chapit la |