Biblia Todo Logo
Bib sou entènèt

- Piblisite -




ଯୋହନ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଛ, ତାହା ଯଥାର୍ଥ, କାରଣ ବାସ୍ତବିକ ମୁଁ ତାହା।

Gade chapit la Kopi

ପବିତ୍ର ବାଇବଲ

13 ତୁମେ ମୋତେ ‘ଗୁରୁ’ ଓ ‘ପ୍ରଭୁ’ କହୁଛ। ଅବଶ୍ୟ, ଏହା ଠିକ୍, କାରଣ ମୁଁ ତାହା ଅଟେ।”

Gade chapit la Kopi




ଯୋହନ 13:13
18 Referans Kwoze  

ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।


ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।


ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।”


ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।


Swiv nou:

Piblisite


Piblisite