ଯୋହନ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। Gade chapit laଓଡିଆ ବାଇବେଲ14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)14 ତୁମର ଗୁରୁ ଓ ପ୍ରଭୁ ହୋଇ ମୁଁ ଯଦି ତୁମର ପାଦ ଧୋଇଦେଲି, ତେବେ ତୁମ୍ଭେମାନେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ। Gade chapit laପବିତ୍ର ବାଇବଲ14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସେବକ ରୂପେ ଧୋଇଲି। ତେଣୁ ତୁମେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ୍। Gade chapit la |