ଯୋହନ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି। Gade chapit laଓଡିଆ ବାଇବେଲ15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)15 ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି। Gade chapit laପବିତ୍ର ବାଇବଲ15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ୱରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧ୍ୟରେ ଏହିପରି କରିବ। Gade chapit la |