ଯୋହନ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ। Gade chapit laଓଡିଆ ବାଇବେଲ16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)16 ମୁଁ ସତ୍ୟ କହୁଛି, କୌଣସି ଦାସ ତା’ର ମାଲିକଠାରୁ ବଡ଼ ନୁହେଁ, କିମ୍ବା କୌଣସି ବାର୍ତ୍ତାବହ ତା’ର ପ୍ରେରଣକର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ। Gade chapit laପବିତ୍ର ବାଇବଲ16 ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା'ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ। Gade chapit la |