ଯୋହନ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ଵନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା। Gade chapit laଓଡିଆ ବାଇବେଲ18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । Gade chapit laପବିତ୍ର ବାଇବଲ (CL) NT (BSI)18 “ତୁମ ସମସ୍ତଙ୍କର ବିଷୟରେ ମୁଁ ଏ କଥା କହୁ ନାହିଁ। ମୁଁ ଯେଉଁମାନଙ୍କୁ ମନୋନୀତ କରିଛି, ସେମାନଙ୍କୁ ମୁଁ ଜାଣେ। କିନ୍ତୁ ଶାସ୍ତ୍ରର ଏହି ଉକ୍ତି ନିଶ୍ଚୟ ସଫଳ ହେବ - ‘ଯେ ମୋ’ ଅନ୍ନରେ ପ୍ରତିପାଳିତ, ସେ ମୋତେ ପଦାଘାତ କଲା।’ Gade chapit laପବିତ୍ର ବାଇବଲ18 “ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’ Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।