Biblia Todo Logo
Bib sou entènèt

- Piblisite -




ଯୋହନ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ଵାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।

Gade chapit la Kopi

ଓଡିଆ ବାଇବେଲ

19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଏହା ଘଟିବା ପୂର୍ବରୁ ମୁଁ ତୁମ୍ଭମାନଢ଼ଙ୍କୁ ଜଣାଇ ଦେଉଛି। ଯେତେବେଳେ ତାହା ଘଟିବ, ତୁମେ ବିଶ୍ୱାସ କରିବ ଯେ, ‘ମୁଁ ହେଉଛି ସେହି’।

Gade chapit la Kopi

ପବିତ୍ର ବାଇବଲ

19 ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏ କଥା କହୁଛି। ତେଣୁ ଯେତେବେଳେ ଏହା ଘଟିବ, ତୁମ୍ଭେ ବିଶ୍ୱାସ କରିବ, ମୁଁ ସେହି ଅଟେ।

Gade chapit la Kopi




ଯୋହନ 13:19
15 Referans Kwoze  

ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”


ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।


ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।”


ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।


ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।


ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।


ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।


ଯୀଶୁ ତାହାକୁ କହିଲେ, “ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।”


ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।


Swiv nou:

Piblisite


Piblisite