ଯୋହନ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, Gade chapit laଓଡିଆ ବାଇବେଲ2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, Gade chapit laପବିତ୍ର ବାଇବଲ (CL) NT (BSI)2 ସେ ଦିନ ଯୀଶୁ ଓ ତାଙ୍କ ଶିଷ୍ୟମାନେ ରାତ୍ରିଭୋଜନରେ ବସିଥିଲେ। ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବା ପାଇଁ ଶିମୋନର ପୁତ୍ର ଇଷ୍କରିୟୋଥ ଯିହୁଦାକୁ ଶୟତାନ ପ୍ରବର୍ତ୍ତାଇ ଥିଲା। Gade chapit laପବିତ୍ର ବାଇବଲ2 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା। Gade chapit la |