ଯୋହନ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣଣକରେ। Gade chapit laଓଡିଆ ବାଇବେଲ20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । Gade chapit laପବିତ୍ର ବାଇବଲ (CL) NT (BSI)20 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ମୋ’ ଦ୍ୱାରା ପ୍ରେରିତ ଜଣେ ବ୍ୟକ୍ତିର ଯେ ଆତିଥ୍ୟ କରେ, ସେ ମୋର ଆତିଥ୍ୟ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।” Gade chapit laପବିତ୍ର ବାଇବଲ20 ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋତେ ପଠାଇଥିବା ବ୍ୟକ୍ତିକୁ ଯିଏ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ। ମୋତେ ଯେଉଁ ଲୋକ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।” Gade chapit la |