Biblia Todo Logo
Bib sou entènèt

- Piblisite -




ଯୋହନ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ଵନ୍ଧରେ କହୁଅଛନ୍ତି, ତାହା କୁହ।

Gade chapit la Kopi

ଓଡିଆ ବାଇବେଲ

24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଶିମୋନ ପିତର ତାଙ୍କୁ ଇଙ୍ଗିତ ଦେଇ କହିଲେ, “କାହା କଥା କହୁଛନ୍ତି, ତାଙ୍କୁ ପଚାର।”

Gade chapit la Kopi

ପବିତ୍ର ବାଇବଲ

24 ଶିମୋନ ପିତର, ସେହି ଶିଷ୍ୟକୁ ଯୀଶୁ କାହା ସମ୍ବନ୍ଧରେ କହୁଛନ୍ତି ତାହା ତାହାଙ୍କୁ ପଗ୍ଭରିବା ପାଇଁ ଠାରିଲେ।

Gade chapit la Kopi




ଯୋହନ 13:24
7 Referans Kwoze  

ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,


ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।


ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।


କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।


ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।


ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?


Swiv nou:

Piblisite


Piblisite